ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପୋଲିସ ସେବା ପଦକ

ଡିଏସପି ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ପାଇବେ ସାହସିକତା ପଦକ। ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ ମିଳିବ ପଦକ। ADG ପ୍ରତୀକ ମହାନ୍ତି, DCP ପ୍ରଫୁଲ୍ଲ ସିଂଙ୍କୁ ମିଳିବ ବିଶିଷ୍ଟ ସେବା ପଦକ।

ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ମିଳିବ ପଦକ। IG ସାର୍ଥକ ଷଡ଼ଙ୍ଗୀ, କମାଣ୍ଡାଣ୍ଟ ଶ୍ରୀପ୍ରସାଦ ତମାଙ୍ଗ, ASP ଶୁଭନାରାୟଣ ମୁଦୁଲି, DSP ପ୍ରଦୀପ କୁମାର, ପ୍ରଣିତା କୁମାରୀ ରାୟ, କମାଣ୍ଡାଣ୍ଟ ଅଶୋକ ମହାନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes