ସାହାପୁର ନିକଟରେ ଓଲଟିଲା ଟୁରିଷ୍ଟ ବସ୍, ୩ ଗୁରୁତର

ଜଗନ୍ନାଥଙ୍କ ଦର୍ଶନ ସାରି ଫେରିବା ବେଳେ ଯାଜପୁର ଜିଲ୍ଲା ଏନ୍ଏଚ୍ ୧୬ ସାହାପୁର ନିକଟରେ ଟୁରିଷ୍ଟ ବସ୍ ଓଲଟି ପଡିଥିଲା।

ଏହି ଦୁର୍ଘଟଣାରେ ୧୯ ଜଣ ଆହତ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି।ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଓ ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ବସଟି ୟୁପିର ୮୦ ଜଣ ଶ୍ରଦ୍ଧାଳୁଙ୍କୁ ନେଇ ପୁରୀ ଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes