ଆଜି ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ସିଂହାପୁର ପଞ୍ଚାୟତର ସିଂହାପୁର ପୋଖରୀ ବୁଲି ଦେଖିବା ସହିତ ଏହାର ଉନ୍ନତିକରଣ ନିମନ୍ତେ ସ୍ଥାନୀୟ ଲୋକ ପ୍ରତିନିଧି ମାନଙ୍କ ସହ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତ ରାୟ ଆଲୋଚନା କରିଥିଲେ।

Credible Local News of Odisha