ସିଆରପିଏଫ କ୍ୟାମ୍ପରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବରଗଡ଼ ଜିଲ୍ଲା ଗୋବିନ୍ଦପୁର ରିଜର୍ଭ ଅଫିସରେ ଥିବା ସିଆରପିଏଫ କ୍ୟାମ୍ପରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

ମୃତକ ୟୁପିର ସୁବେଶ କୁମାର ସିଂ। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ସଦର ଥାନା ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ ଚଳାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes