ସିଆରପିଏଫ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର କ୍ୟାପିଟାଲ ଥାନା ଅଶୋକ ନଗର ସ୍ଥିତ ଏକ ହୋଟେଲରୁ ମୃତଦେହ ଉଦ୍ଧାର ହୋଇଛି।

ମୃତ ଯବାନ ରାଜସ୍ଥାନର ମୀର ସିଂ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes