କଟକ ସିଟି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏ ନେଇ ପୁରୀଘାଟ ଥାନା ରିଂଗ ରୋଡ୍ରେ ମୃତଦେହ ରଖି ରାସ୍ତାରୋକ କରି ଡାକ୍ତର ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି।
ଗତକାଲି ନାବାଳକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା।