ଆଜି ପବିତ୍ର ମହାବିଷୁବ ବା ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଘରେ ଘରେ ପଣାର ଆସର ଜମିଛି।
କେନ୍ଦୁଝର ଘଟଗାଁ ତାରିଣୀ ପୀଠରେ ମହାବିଷୁବ ସଂକ୍ରାନ୍ତି ଲାଗି ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ସୁନାବେଶରେ ଦର୍ଶନ ଦେଉଛନ୍ତି ମା’ ତାରିଣୀ।
Credible Local News of Odisha