ସୁନ୍ଦରଗଡ଼ରେ ଆଜି ସବୁ ସ୍କୁଲ ଛୁଟି ଘୋଷଣା

ଲଗାଣ ବର୍ଷା ଯୋଗୁଁ ସୁନ୍ଦରଗଡ଼ରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ।

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ନେଇ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes