ସୁନ୍ଦରଗଡ଼ରେ ଦିନକରେ 107 କରୋନା ପଜିଟିଭ August 18, 2022 by Rameswar mahakur ଗତ 24 ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ 107 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l