ଆଜି ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ରେଆର ତରଫରୁ ସଦର ଧୂବାମୁଣ୍ଡା କାର୍ଯ୍ୟାଳୟ ଠାରେ ମାନବିକ ଅଧିକାର ଦିବସ ପାଳିତ ହୋଇଯାଇଛି ।
ରେଆର ସାଧାରଣ ସମ୍ପାଦକ ଅନଙ୍ଗ ନେଗୀଙ୍କ ସଂଯୋଜନାରେ ଆୟୋଜିତ ବୈଠକରେ ମୂଖ୍ୟ ଅତିଥି ଭାବରେ ଉପଆରକ୍ଷୀ ଅଧିକ୍ଷକ ସମ୍ପଦ ଦାସ ଯୋଗଦେଇ ମାନବିକ ଅଧିକାରର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ ।