ସୁବର୍ଣ୍ଣପୁର ସଚେତନ ନାଗରିକ ମଞ୍ଚର ବୈଠକ

ଆଜି ସନ୍ଧ୍ୟାରେ ସୁବର୍ଣ୍ଣପୁର ସଚେତନ ନାଗରିକ ମଞ୍ଚର ଏକ ବୈଠକ ସିତାଂଶୁ ଶେଖର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ବିଗତ ଦିନରେ ମଞ୍ଚ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ବିଷୟରେ ଏଥିରେ ଆଲୋଚନା କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes