ସୁବଳୟାରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ସହରରୁ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି l

ମିଳିଥିବା ସୂଚନାରେ ଆଜି ସୁବଳୟା ଗ୍ରାମ ପଂଚାୟତ ସମେତ କମିରା, ସଂଗ୍ରାମପୁର ଏବଂ ପିତାମହୁଲ ଗ୍ରାମ ପଂଚାୟତରେ ଏହି ପଦଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ଆଜିର ଏହି କାର୍ଯ୍ୟକ୍ରମରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ସମେତ, ରେଢ଼ାଖୋଲ ବିଧାୟକ ତଥା ରାଜ୍ୟର ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ରୋହିତ ପୂଝରୀ ଯୋଗଦାନ କରି ଜନସାଧାରଣଙ୍କ ସହିତ ସମ୍ପର୍କ ସ୍ଥାପନ କରିଥିବା ଦେଖିବାକୁ ମିଳିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes