ସୁବଳୟା କଲେଜରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା +୨ କଲେଜରେ ଛାତ୍ରୀ ମାନଙ୍କ ପାଇଁ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଛି ।

୮ ଦିନ ଧରି ୭୦ ଜଣ ଛାତ୍ରୀ ଏଥିରେ ତାଲିମ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version