ସୁବଳୟା ଜଗନ୍ନାଥ ମନ୍ଦିରରେ ସୁନାବେଶ

ଆଜି ସନ୍ଧ୍ୟାରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଜଗନ୍ନାଥ ମନ୍ଦିରରେ ଠାକୁରମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରାଙ୍କ ସମେତ ଶ୍ରୀଦଧିବାମନ ଜୀଉଙ୍କ ସୁନାବେଶ ହୋଇଥିଲା । ଏହି ଅବସରରେ ଭଜନ ସମାରୋହ ମଧ୍ୟ ଅନୁଷ୍ଠିତ ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version