ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଉଚ୍ଚ ବିଦ୍ୟାଳୟରେ ଠାରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ୭୫ ତମ ଜନ୍ମ ଦିନ ଅବସରରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ସମସ୍ତ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଓ ବନବିଭାଗ ଅଧିକାରୀ ସାମିଲ ହୋଇଥିଲେ।