ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ସୁବାସ ପାଣିଙ୍କ ପରଲୋକ ଘଟିଛି। ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ଭାବେ ମଧ୍ୟ ସେ ପରିଚିତ ଥିଲେ। ତାଙ୍କ ପରଲୋକ ନେଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Credible Local News of Odisha