ସୁଭଦ୍ରାର ୩ୟ କିସ୍ତିରୁ ବାଦ୍‌ ପଡ଼ିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ

ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ତର ରଖିଛନ୍ତି। ୨ୟ କିସ୍ତିରୁ ୧ ଲକ୍ଷ ୮୩ ହଜାର ୭୮୫ ଜଣ ବାଦ୍‌ ପଡ଼ିଛନ୍ତି ଏବଂ ସୁଭଦ୍ରାର ୧ମ କିସ୍ତିରେ ୧ କୋଟି ୨ ଲକ୍ଷ ୮୦ ହଜାର ୯୨ ଜଣ ପାଇଛନ୍ତି।

ସୁଭଦ୍ରାର ୨ୟ କିସ୍ତିରେ ୧ କୋଟି ୯୬ ହଜାର ୩୦୭ ଜଣ ପାଇଛନ୍ତି ଏବଂ ୩ୟ କିସ୍ତି ପାଇଛନ୍ତି ୯୬ ଲକ୍ଷ ୯୬ ହଜାର ୯୫୫ ଜଣ। ମୋଟ୍‌ ୧ କୋଟି ୯ ଲକ୍ଷ ୮୭ ହଜାର ୮୯୪ ଜଣ ଆବେଦନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes