ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା। ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ପାଇଲେ ସୁଭଦ୍ରା ଯୋଜନା ଅର୍ଥ।
Credible Local News of Odisha