ସୁଶାନ୍ତ ସିଂଙ୍କ ନାଁରେ ଏନଏଚଆରସିରେ ଅଭିଯୋଗ

ବରଗଡ଼ ଜିଲ୍ଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣାରେ ଏନଏଚଆରସିରେ ଅଭିଯୋଗ କଲେ ସୂଚନା ଅଧିକାର କର୍ମୀ ସୁବ୍ରତ ଦାଶ।

ଭଟ୍‌ଲୀ ବିଧାୟକ ସୁଶାନ୍ତ ସିଂଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି ହୋଇଛି। ସୁଶାନ୍ତଙ୍କ ନାଁରେ ପୁଲିସ ମାମଲା କରୁନି ବୋଲି ଫେରାଦ ହେଲେ। ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ପାଇଁ ଲିଖିତ ଭାବେ ଜଣାଇଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes