ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ହଠାତ୍ ଅସୁସ୍ଥ ହେବା ପରେ ଗତକାଲି ସଂଧ୍ୟା ୫ଟା ୧୫ରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଥିଲା। ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି ଏବଂ ଚିକିତ୍ସା ପରେ ସୁସ୍ଥ ହେଉଛନ୍ତି ନେଇ ସମ୍ପୃକ୍ତ ଘରୋଇ ହସ୍ପିଟାଲ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି।