ଲଘୁଚାପର ରୂପ ନେଲା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି।
Credible Local News of Odisha