ସୃଷ୍ଟି ହେଲା ଲଘୁଚାପ

ଲଘୁଚାପର ରୂପ ନେଲା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version