ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ ଧାଡ଼ି ଦର୍ଶନ

ଏ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଧାଡ଼ି ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି, ଏହାଦ୍ବାରା ଭିଡ଼ ନିୟନ୍ତ୍ରଣ ହୋଇପାରିବ, ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ହେବ କହିଛନ୍ତି ମନ୍ତ୍ରୀ।

୩/୪ ଦିନ ଭିତରେ ପରିଚାଳନା କମିଟି ଗଠନ ହେବ। ପ୍ରଥମ ବୈଠକରେ ହୁଣ୍ଡି ସିଫ୍ଟ ପରେ ଧାଡ଼ି ଦର୍ଶନ ଆରମ୍ଭ ହେବ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes