ସେପ୍ଟେମ୍ୱର ୨୮ ତାରିଖରୁ କଟକ ଦୁର୍ଗାପୂଜା ଆରମ୍ଭ

ସେପ୍ଟେମ୍ୱର ୨୮ ତାରିଖରୁ କଟକ ଦୁର୍ଗାପୂଜା ଆରମ୍ଭ ଏବଂ ଅକ୍ଟୋବର ୩ ତାରିଖରେ ଭସାଣୀ ଶୋଭାଯାତ୍ରା ନେଇ କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି ହୋଇଛି।

ଶାନ୍ତି ଶୃଙ୍ଖଳାରେ ପୂଜା ପାଳନ କରିବାକୁ ସହରବାସୀଙ୍କୁ ନିବେଦନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes