ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ପଞ୍ଚାୟତ ଅନ୍ତର୍ଗତ କମଳପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ସେବା ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଅବସରପ୍ରାପ୍ତ ଏବିଓ ଦେବରାଜ ପ୍ରଧାନ, ପ୍ରଧାନ ଶିକ୍ଷକ ମୀନା କୁମାରୀ ପାତ୍ର ଓ ପଦ୍ମାଳୟା ଦାସଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା।