ସୋନପୁର ଡିଆରଡିଏ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା।
ଏଥିରେ ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେ ଅଧ୍ୟକ୍ଷତା କରିଥିଲେ ।ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ସମାଧାନ ଉପରେ ଗୁରୁତ୍ଵ ଦିଆଯାଇଥିଲା ।ଶିବିରରେ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ପଦାଧିକାରୀ ଯୋଗଦେଇ ଥିଲେ ।