ସୋନପୁର ଜିଲ୍ଲା ବିଶିମୁଣ୍ଡା କୋଶଳେଶ୍ୱର ଉଚ୍ଚ ବିଦ୍ୟାଳୟରେ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ୭୫ ତମ ଜନ୍ମ ଦିନ ଅବସରରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ .ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ।
Credible Local News of Odisha