ସୋଭନାଙ୍କ ନିଯୁକ୍ତି ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ନିଯୁକ୍ତି ପରେ ସୋଭନା କହିଛନ୍ତି ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରିବି। ମହିଳାଙ୍କୁ ନ୍ୟାୟ କ୍ଷେତ୍ରରେ ରାଜ୍ୟ ସରକାର ଏହାକୁ ପ୍ରାଥମିକତା ଦେଉଛନ୍ତି। ବାଲେଶ୍ବର ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି ସେ କହିଛନ୍ତି।