ସୋମବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ କ୍ୟାବିନେଟ୍ ବୈଠକ ବସିବ ।

ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିପାରେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version