ସୋସିଆଲ୍‌ ମିଡିଆରେ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ହେବ କଡ଼ା ଆକ୍ସନ

ଅପଶବ୍ଦ ବ୍ୟବହାର ଉପରେ ଅଙ୍କୁଶ ପାଇଁ ଆଇନ କମିଶନ ପ୍ରସ୍ତାବ ଦେଇଥିବା ନେଇ ସୂଚନା ଦେଲେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।ଅପଶବଦ୍ଦ ଓ ଘୃଣୀତ ଅପରାଧ ଆକ୍ଟ ଲାଗୁ କରିବାକୁ ଯାଉଛନ୍ତି ସରକାର।ସୋସିଆଲ ମିଡିଆ କୁତ୍ସିତ ହେବାକୁ ଆରମ୍ଭ ହେଲାଣି, କିଛି ଲୋକ ଅଭଦ୍ର ମାନସିକତା ଦେଖାଉଛନ୍ତି କହିଛନ୍ତି ଆଇନ ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes