ସୌମ୍ୟାଶ୍ରୀ ମୃତ୍ୟୁ: UGC ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ

ପ୍ରଫେସର ରାଜ ମିତ୍ତଲଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଥିବା ବେଳେ କମିଟିରେ ସୁଷମା ଯାଦବ, ନୀର୍ଜା ଗୁପ୍ତା ଓ ଅସୀମା ମଙ୍ଗଳା ରହିଛନ୍ତି।

ଆତ୍ମାହୁତି ଘଟଣାର ସମସ୍ତ ଦିଗକୁ ଅନୁଧ୍ୟାନ କରି ରିପୋର୍ଟ ଦାଖଲ କରିବ କମିଟି। ୭ ଦିନ ଭିତରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes