ସୌର ପ୍ରକଳ୍ପ ଅଚଳ, ମରାମତି ଦାବି

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡଖମାର ଠାରେ ଥିବା ସୌର ପ୍ରକଳ୍ପ ଓ ନଳକୂପ ଦୀର୍ଘ ଦିନ ହେବ ଅଚଳ ଅବସ୍ଥାରେ ପଡ଼ିରହିଥିବା ଯୋଗୁଁ ଲୋକେ ପିଇବା ପାଣି ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା କହିଛନ୍ତି।‌

ଏନେଇ ପଞ୍ଚାୟତ କର୍ତ୍ତୁପକ୍ଷଙ୍କୁ ଯୋଗାଯୋଗ କରାଯିବାରୁ ଅଭିଯୋଗ ପାଇଛି ଓ ଖୁବ ଶୀଘ୍ର ମରାମତି କରାଯିବ ବୋଲି କହିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes