ସ୍କୁଲ୍‌ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ; ସହାୟିକାଙ୍କ ସହ ୩ ଶିକ୍ଷକ ଅଟକ

କେନ୍ଦ୍ରାପଡ଼ା ରାଜକନିକା ଥାନା ଅଞ୍ଚଳର ଏକ ଘରୋଇ ସ୍କୁଲ୍‌ରେ ଏହି ଲଜ୍ଜାଜନକ କାଣ୍ଡ ଘଟିଛି। ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ନେଇ CWC ନିକଟରେ ଅଭିଯୋଗ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes