କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଅଞ୍ଜର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦ୍ବିତୀୟ ଶ୍ରେଣୀ ଛାତ୍ରୀ ସ୍କୁଲରେ ଥିବାବେଳେ ଭୁଲବଶତଃ ତାଲା ପକାଇ ଦେଇଥିଲେ କର୍ତ୍ତୃପକ୍ଷ।
ସକାଳେ ସ୍କୁଲ୍ରୁ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ଅସୁସ୍ଥ ଛାତ୍ରୀଙ୍କୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି।
Credible Local News of Odisha