ସ୍କୁଲ ବାରଣ୍ଡାରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ଥାନା ଅଁଳାଗୁଞ୍ଜାର ଘରୋଇ ଆବାସିକ ସ୍କୁଲରୁ ମୃତଦେହ ଉଦ୍ଧାର ହୋଇଛି।

ମୃତକ ସେହି ସ୍କୁଲର ନବମ ଶ୍ରେଣୀ ଛାତ୍ର। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes