ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ରାଜ୍ୟରେ କୋଭିଡ ମୁକାବିଲା ପ୍ରସ୍ତୁତି ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଲୋକମାନେ ମାସ୍କ ବ୍ୟବହାର କରିବାକୁ ଅନୁରୋଧ କରାଯାଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes