ସ୍ନାନଯାତ୍ରା ପୂର୍ବରୁ ରତ୍ନଭଣ୍ଡାର ଗଣତି ମଣତି ସାରିବାକୁ ପ୍ରଚେଷ୍ଟା

ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ୧୯୭୮ର ଗଣତି ସହ ମେଳ କରାଯିବ, ଡିଜିଟାଲ୍‌ ଫଟୋଗ୍ରାଫି ହେବ। ଲମ୍ବା ସମୟ ପାଇଁ କିପରି ସୁରକ୍ଷିତ ରଖାଯିବ ସେନେଇ ବ୍ୟବସ୍ଥା କରାଯିବ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes