ସ୍ବର୍ଗତ କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

ଆଜି ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଚାରଭଟା ଠାରେ ବରିଷ୍ଠ ବିଜେପି ନେତା ସ୍ବର୍ଗତ କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ପ୍ରଥମ ଶ୍ରାଦ୍ଧ ଉପଲକ୍ଷେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ଦଳର ଜିଲ୍ଲା ସଭାପତି ପ୍ରମୋଦ ମହାପାତ୍ରଙ୍କ ସମେତ ବହୁ ନେତୃବୃନ୍ଦ ସାମିଲ ହୋଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes