ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

ଅବଦୁଲ କଲାମ ଆଇଲାଣ୍ଡରୁ ସକାଳ ୯.୩୫ ମିନିଟରେ ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ ହୋଇଛି।

DRDO ଦ୍ବାରା ବିକଶିତ ଏହାର ଲକ୍ଷ୍ୟଭେଦ କ୍ଷମତା ୧୫୦-୫୦୦ କିମି ରହିଛି। ଅତ୍ୟାଧୁନିକ ନାଭିଗେସନ ସିଷ୍ଟମ ସହ ଭୂପୃଷ୍ଠରୁ ଭୂପୃଷ୍ଠକୁ ଟାର୍ଗେଟ କରିଥାଏ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes