ସ୍ୱତନ୍ତ୍ର କୋଶଳ ରାଜ୍ୟ ଦାବିରେ ମହାବନ୍ଦ ଡାକରା

ସ୍ୱତନ୍ତ୍ର କୋଶଳ ରାଜ୍ୟ ଦାବିରେ କୋଶଳ ସେନା ଓ କୋଶଳ ରାଜ୍ୟ ମୁକ୍ତିମୋର୍ଚ୍ଚା ପକ୍ଷରୁ ୧୧ଟି ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।

ଭବାନୀପାଟଣା କଲେଜ ଛକରେ କୋଶଳ ସେନା ପକ୍ଷରୁ ରାସ୍ତାରୋକ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes