ସ୍ୱାମୀର ଛୁରାମାଡ଼ରେ ସ୍ତ୍ରୀ ଗୁରୁତର

ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଥାନା ବାହାବଲ ଗାଁରେ ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ସ୍ୱାମୀର ଛୁରାମାଡ଼ରେ ସ୍ତ୍ରୀ ଗୁରୁତର ହୋଇଥିବା ଗ୍ରାମର ଜଣେ ବ୍ୟକ୍ତି ସୂଚନା ଦେଇଛନ୍ତି ।

ସ୍ତ୍ରୀକୁ ଗୁରୁତର ଅବସ୍ଥାରେ ଭୀମ ଭୋଇ ମେଡିକାଲ କଲେଜରେ ଭର୍ତ୍ତି କରିଥିବା ବେଳେ ସ୍ୱାମୀ ଫେରାର ଥିବା ଜଣାପଡିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes