ହକି ବିଶ୍ୱକପ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଶେଷ ବ୍ୟବସ୍ଥା

ହକି ବିଶ୍ୱକପ ପାଇଁ ରାଉରକେଲା ଓ ଭୁବନେଶ୍ୱରରେ ସ୍ୱତନ୍ତ୍ର ଟେଷ୍ଟିଂ ବ୍ୟବସ୍ଥା କରାଯାଇଛି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ।

୨ ସହର ପାଇଁ ମୋବାଇଲ ହେଲଥ ୟୁନିଟ, ଡାକ୍ତରୀ ଦଳ, ଆମ୍ବୁଲାନ୍ସ ଉପଲବ୍ଧ ଅଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version