ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଚମ୍ପାମାଳ ପଞ୍ଚାୟତ ଅନ୍ତର୍ଗତ ହନୁମାନପାଲି ଗ୍ରାମରେ ଆସନ୍ତା ମାସ ୧୦ ତାରିଖ ଦିନ ୨୪ ପ୍ରହରୀ ନାମ ଯଜ୍ଞ ପାଇଁ ଆଜି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଶୁଭ ସ୍ତମ୍ଭ ସ୍ଥାପନ କରାଯାଇଛି।
ଏଥିରେ ପୂଜକ, ପଣ୍ଡିତ ସଦାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ଗ୍ରାମବାସୀ ଉପସ୍ଥିତ ରହିଥିଲେ।