ହରଭଙ୍ଗା ତହସିଲର ୩ କିରାଣି, ଜଣେ ପିଅନଙ୍କ ଦରମା ବନ୍ଦ

ବୌଦ୍ଧ ଜିଲ୍ଲା ହରଭଙ୍ଗା ତହସିଲ କାର୍ଯ୍ୟାଳୟକୁ ଅଚାନକ ଗସ୍ତକରି ଜିଲ୍ଲାପାଳ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।

ହାଜିରା ରେଜିଷ୍ଟର ଓ କ୍ୟାସବୁକ୍ ଅପଡେଟ୍ ନେଇ ଏହି କାର୍ଯ୍ୟାନୁଷ୍ଠାନ ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes