ହସ୍ପିଟାଲରେ ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝୁଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସାଙ୍ଗରେ 5T ସଚିବ ଭିକେ ପାଣ୍ଡିଆନ୍ ଏବଂ ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥିତ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes