ଅଭିନେତା ବାବୁସାନଙ୍କ ପତ୍ନୀ ତୃପ୍ତି ଓ ଶ୍ୱଶୁରଙ୍କ ନାଁରେ ଦେଇଥିବା ଏତଲା ଉପରେ କାର୍ଯ୍ୟାନୁଷ୍ଠାନ ହେଉ ନ ଥିବା ଅଭିଯୋଗ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର।
ପୁଲିସ୍ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ପ୍ରକୃତି କୋର୍ଟଙ୍କୁ ଜଣାଇଛନ୍ତି।
Credible Local News of Odisha