ହାଇକୋର୍ଟରୁ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ମିଳିଲା ଜାମିନ

ଟଙ୍କା ବକେୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଏକ ଟିଭି ଚାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଆଜି ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version