ହାଇଟେକ ବିସ୍ଫୋରଣ ଘଟଣା: ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ

ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ ।

ଏସିରେ ଗ୍ୟାସ୍ ଭର୍ତ୍ତି ବେଳେ ବିସ୍ଫୋରଣ ଘଟି ୪ ଗୁରୁତର ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଆଉ ଜଣେ ଏବେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes