ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ମାମଲାରେ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

ଗାଡି ଗୁଡିକରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ପ୍ରସଙ୍ଗରେ ହୋଇଥିବା ଏକ ଆବେଦନର ଶୁଣାଣି କରି ହାଇକୋର୍ଟ ଆଜି ରାଜ୍ୟ ସରକାରଙ୍କୁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l
ରାଜ୍ୟରେ ଆବଶ୍ୟକ ଭିତ୍ତିଭୂମି ପ୍ରସ୍ତୁତ ନ କରି କାହିଁକି ଏହି ଆଇନ ଲାଗୁ କରାଯାଇଛି ବୋଲି ଆବେଦନରେ ଦର୍ଶାଯାଇଛି l ଆସନ୍ତା 30 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes