ହାଣ୍ଡିଧୂଆଁ ଉଚ୍ଚ ବିଦ୍ୟାଳୟରେ ୭୬ତମ ସ୍ବାଧୀନତା ଦିବସ ପାଳିତ

ଅନଗୁଳ ଜିଲ୍ଲା ତାଳଚେର ହାଣ୍ଡିଧୂଆଁ ଉଚ୍ଚ ବିଦ୍ୟାଳୟରେ ଆଜି ୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି।

ଏହି ଉତ୍ସବରେ ପ୍ରଧାନ ଶିକ୍ଷକ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ କିଛି ଟେଷ୍ଟ ପେପର ବଣ୍ଟନ କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes